ରୋମୀୟ 5:3 - ପବିତ୍ର ବାଇବଲ (CL) NT (BSI)3 ସବୁ ପ୍ରକାର ଦୁଃଖ କ୍ଲେଶରେ ମଧ୍ୟ ଆମ୍ଭେମାନେ ଆନନ୍ଦ ଅନୁଭବ କରୁଛୁ, କାରଣ ବିଚଳିତ ନ ହୋଇ କ୍ଳେଶ ସହିବା ଦ୍ୱାରା ମନରେ ଧୈର୍ଯ୍ୟ ଆସେ। Ver Capítuloପବିତ୍ର ବାଇବଲ (Re-edited) - (BSI)3 କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ।।, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ସତ୍ଚରିତ୍ର, Ver Capítuloଓଡିଆ ବାଇବେଲ3 କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି, Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି, Ver Capítuloପବିତ୍ର ବାଇବଲ3 ଆମ୍ଭେମାନେ ଆମ୍ଭର କ୍ଳେଶଗୁଡ଼ିକ ଥାଇ ମଧ୍ୟ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ଧୈର୍ଯ୍ୟବାନ କରାଏ। Ver Capítulo |