ତୀତସ 2:9 - ପବିତ୍ର ବାଇବଲ (CL) NT (BSI)9 ଦାସମାନେ ମୁନିବମାନଙ୍କର ବାଧ୍ୟ ହୋଇ ସବୁ ବିଷୟରେ ସେମାନଙ୍କୁ ଆପ୍ୟାୟିତ କରନ୍ତୁ; ମୁନିବମାନଙ୍କର କଥାରେ ପ୍ରତିବାଦ କରନ୍ତୁ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)9 ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ, Ver Capítuloଓଡିଆ ବାଇବେଲ9 ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ, Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ, Ver Capítuloପବିତ୍ର ବାଇବଲ9 ଦାସମାନଙ୍କୁ ମଧ୍ୟ ସେମାନଙ୍କର ମାଲିକମାନଙ୍କର ଆଜ୍ଞା ସର୍ବଦା ପାଳନ କରିବାକୁ କୁହ। ସେମାନେ ମାଲିକମାନଙ୍କୁ ଖୁସୀ ରଖିବେ, ସେମାନଙ୍କ ସହିତ ଯୁକ୍ତିତର୍କ କରିବେ ନାହିଁ। Ver Capítulo |