1 ବଂଶାବଳୀ 1:44 - ପବିତ୍ର ବାଇବଲ44 ବେଲାଙ୍କର ମୃତ୍ୟୁ ହୁଅନ୍ତେ, ସେରହଙ୍କର ପୁତ୍ର ଯୋବବ୍ ନୂତନ ରାଜା ହେଲେ। ଯୋବବ୍ ବସ୍ରାରୁ ଆସିଥିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)44 ଆଉ ବେଲା ମଲେ, ତହୁଁ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ତାଙ୍କର ପଦରେ ରାଜ୍ୟ କଲେ। Ver Capítuloଓଡିଆ ବାଇବେଲ44 ଯେତେବେଳେ ବେଲାଙ୍କ ମୃତ୍ୟୁୁ ହେଲା, ଆଉ ବେଲାଙ୍କ ମୃତ୍ୟୁୁ ହୁଅନ୍ତେ ତହୁଁ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ତାଙ୍କର ପଦରେ ରାଜ୍ୟ କଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ଯେତେବେଳେ ବେଲାଙ୍କ ମୃତ୍ୟୁୁ ହେଲା, ଆଉ ବେଲାଙ୍କ ମୃତ୍ୟୁୁ ହୁଅନ୍ତେ ତହୁଁ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ତାଙ୍କର ପଦରେ ରାଜ୍ୟ କଲେ। Ver Capítulo |