La Biblia Online

- Anuncios -




1 ବଂଶାବଳୀ 29:17 - ପବିତ୍ର ବାଇବଲ

17 ହେ ମୋର ପରମେଶ୍ୱର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ୱସ୍ତ ହୃଦୟରେ, ଆନନ୍ଦିତ ମନରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠାରେ ଏକତ୍ରିତ ହେବାର ଦେଖୁଅଛି। ଆଉ ସେମାନେ ତୁମ୍ଭ ଉଦ୍ଦେଶ୍ୟରେ ଆନନ୍ଦିତ ମନରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

17 ଆହୁରି ହେ ମୋହର ପରମେଶ୍ଵର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ଵେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ଵେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।

Ver Capítulo Copiar

ଓଡିଆ ବାଇବେଲ

17 ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।

Ver Capítulo Copiar




1 ବଂଶାବଳୀ 29:17

Síguenos en:

Anuncios


Anuncios