1 ବଂଶାବଳୀ 29:26 - ପବିତ୍ର ବାଇବଲ26-27 ଯିଶୀଙ୍କ ପୁତ୍ର ଦାଉଦ ସମଗ୍ର ଇସ୍ରାଏଲ ଉପରେ ଗ୍ଭଳିଶ୍ ବର୍ଷ ବ୍ୟାପି ରାଜା ଥିଲେ। ଦାଉଦ ହିବ୍ରୋଣ ନଗରରେ ସାତ ବର୍ଷ ପର୍ଯ୍ୟନ୍ତ ରାଜା ଥିଲେ। ଏହା ପରେ ଦାଉଦ ଯିରୁଶାଲମ ନଗରରେ ତେତିଶ ବର୍ଷ ପର୍ଯ୍ୟନ୍ତ ରାଜା ଥିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)26 ଯିଶୀର ପୁତ୍ର ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ। Ver Capítuloଓଡିଆ ବାଇବେଲ26 ଯିଶୀର ପୁତ୍ର ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯିଶୀର ପୁତ୍ର ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ। Ver Capítulo |