La Biblia Online

- Anuncios -




1 ବଂଶାବଳୀ 29:29 - ପବିତ୍ର ବାଇବଲ

29 ରାଜା ଦାଉଦଙ୍କର କୃତ ସମସ୍ତ ବିଷୟ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଶାମୁୟେଲ ଭବିଷ୍ୟ‌ଦ୍‌ବକ୍ତା, ନାଥନ ଭବିଷ୍ୟ‌ଦ୍‌ବକ୍ତା ଓ ଗାଦ୍ ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ପୁସ୍ତକଗୁଡ଼ିକରେ ଲେଖାଯାଇଅଛି।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

29 ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କର ଇତିହାସରେ ଓ ଗାଦ୍ ଦର୍ଶକର ଇତିହାସରେ ଲିଖିତ ଅଛି;

Ver Capítulo Copiar

ଓଡିଆ ବାଇବେଲ

29 ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସରେ ଓ ଗାଦ୍‍ ଦର୍ଶକର ଇତିହାସରେ ଲିଖିତ ଅଛି;

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସରେ ଓ ଗାଦ୍‍ ଦର୍ଶକର ଇତିହାସରେ ଲିଖିତ ଅଛି;

Ver Capítulo Copiar




1 ବଂଶାବଳୀ 29:29

Síguenos en:

Anuncios


Anuncios