୧ କରିନ୍ଥୀୟ 1:18 - ପବିତ୍ର ବାଇବଲ18 ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି କ୍ରୁଶର ବାର୍ତ୍ତା ସମ୍ପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭ ପ୍ରତି ଏହା ପରମେଶ୍ୱରଙ୍କ ଶକ୍ତି ସ୍ୱରୂପ। Ver Capítuloପବିତ୍ର ବାଇବଲ (Re-edited) - (BSI)18 କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ଵରଙ୍କ ଶକ୍ତି ଅଟେ। Ver Capítuloଓଡିଆ ବାଇବେଲ18 କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ୱରଙ୍କ ଶକ୍ତି ଅଟେ । Ver Capítuloପବିତ୍ର ବାଇବଲ (CL) NT (BSI)18 ବିନଷ୍ଟ ହେବାକୁ ଯାଉଥିବା ଲୋକମାନଙ୍କ ପାଇଁ କ୍ରୁଶର ବାର୍ତ୍ତା ନିର୍ବୋଧତା। କିନ୍ତୁ ଆମ୍ଭମାନଙ୍କ ପରି ପରିତ୍ରାଣପ୍ରାପ୍ତ ହେଉଥିବା ଲୋକମାନଙ୍କ ପାଇଁ ଏହା ହେଉଛି ଈଶ୍ୱରଙ୍କ ଶକ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ବରଙ୍କ ଶକ୍ତି ଅଟେ। Ver Capítulo |