1 ଶାମୁୟେଲ 1:1 - ପବିତ୍ର ବାଇବଲ1 ଇଫ୍ରୟିମର ପର୍ବତମୟ ଦେଶର ରାମାଠାରେ ଜଣେ ଲୋକ ବାସ କରୁଥିଲେ, ଯାହାର ନାମ ଥିଲା ଇଲ୍କାନା। ଇଲ୍କାନା ସୂଫ ପରିବାରବର୍ଗର ଥିଲେ। ଇଲ୍କାନା ଯିରୋହମର ପୁତ୍ର ଥିଲା, ଯିଏ ଇଲୀହର ପୁତ୍ର ଥିଲା, ଯିଏ ତୋହର ପୁତ୍ର ଥିଲା, ଯିଏ ସୂଫର ପୁତ୍ର ଥିଲା ଓ ଏମାନେ ଇଫ୍ରୟିମ ପରିବାରବର୍ଗର ଥିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)1 ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍-ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍କାନା, ସେ ସୂଫର ବୃଦ୍ଧ-ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହର ପୌତ୍ର, ଯିରୋହମର ପୁତ୍ର; Ver Capítuloଓଡିଆ ବାଇବେଲ1 ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍କାନା, ସେ ସୂଫର ବୃଦ୍ଧ-ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର; Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍କାନା, ସେ ସୂଫର ବୃଦ୍ଧ ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର; Ver Capítulo |