1 ଶାମୁୟେଲ 1:23 - ପବିତ୍ର ବାଇବଲ23 ତା'ପରେ ତା'ର ସ୍ୱାମୀ ଇଲ୍କାନା ତାକୁ କହିଲା, “ଯାହା ତୁମ୍ଭେ ଉତ୍ତମ ଭାବ ତାହା କର। ପିଲାଟି ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ ଏଠାରେ ରୁହ। ସଦାପ୍ରଭୁ ତାଙ୍କର ବାକ୍ୟ ପୂର୍ଣ୍ଣ କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ ଗୃହରେ ରହିଲା ଓ ପିଲାର ଦେଖାଗ୍ଭହାଁ କଲା। Ver Capítuloପବିତ୍ର ବାଇବଲ (Re-edited) - (BSI)23 ତହୁଁ ତାହାର ସ୍ଵାମୀ ଇଲ୍କାନା ତାହାକୁ କହିଲା, ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ। ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା। Ver Capítuloଓଡିଆ ବାଇବେଲ23 ତହୁଁ ତାହାର ସ୍ୱାମୀ ଇଲ୍କାନା ତାହାକୁ କହିଲା, ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ। ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହୁଁ ତାହାର ସ୍ୱାମୀ ଇଲ୍କାନା ତାହାକୁ କହିଲା, “ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା। Ver Capítulo |