1 ଶାମୁୟେଲ 1:27 - ପବିତ୍ର ବାଇବଲ27 ମୁଁ ଏହି ବାଳକ ନିମନ୍ତେ ପ୍ରାର୍ଥନା କରିଥିଲି, ଆଉ ସଦାପ୍ରଭୁ ମୋତେ ମଞ୍ଜୁର କରିଛନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)27 ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି। Ver Capítuloଓଡିଆ ବାଇବେଲ27 ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି। Ver Capítulo |