୧ ଥେସଲନୀକୀୟ 1:8 - ପବିତ୍ର ବାଇବଲ8 ମାକିଦନିଆ ଓ ଆଖାୟାରେ ତୁମ୍ଭମାନଙ୍କ ପାଖରୁ ପ୍ରଭୁଙ୍କର ଶିକ୍ଷା ପ୍ରସାରିତ ହୋଇଥିଲା। ପ୍ରତ୍ୟେକ ସ୍ଥାନରେ ପରମେଶ୍ୱରଙ୍କଠାରେ ତୁମ୍ଭ ବିଶ୍ୱାସ ପରିଚିତ ହୋଇଛି। ଅତଏବ ତୁମ୍ଭମାନଙ୍କ ବିଶ୍ୱାସ ବିଷୟରେ ଆମ୍ଭର କିଛି କହିବାର ଆବଶ୍ୟକ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)8 କାରଣ ତୁମ୍ଭମାନଙ୍କଠାରୁ ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ଘୋଷିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ଵାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ଵନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନାହିଁ। Ver Capítuloଓଡିଆ ବାଇବେଲ8 କାରଣ ଥେସଲନୀକୀୟ ବିଶ୍ୱାସୀମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ୱରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ । Ver Capítuloପବିତ୍ର ବାଇବଲ (CL) NT (BSI)8 ତୁମ୍ଭମାନଙ୍କ ନିକଟରୁ ଯେ କେବଳ ପ୍ରଭୁଙ୍କ ଶୁଭ ବାର୍ତ୍ତା ମାସିଦୋନିଆ ଓ ଆଖାୟାରେ ବ୍ୟାପ୍ତ ହୋଇଥିଲା ତା’ ନୁହେଁ; ମାତ୍ର ତୁମ୍ଭମାନଙ୍କର ଈଶ୍ୱର-ବିଶ୍ୱାସ କଥା ସର୍ବତ୍ର ଏପରି ଭାବରେ ପ୍ରକାଶ ପାଇଛି ଯେ, ଏ ବିଷୟରେ ଆମର ଆଉ ଅଧିକ କିଛି କହିବା ପ୍ରୟୋଜନ ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ତୁମ୍ଭମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ। Ver Capítulo |