La Biblia Online

- Anuncios -




2 ବଂଶାବଳୀ 10:10 - ପବିତ୍ର ବାଇବଲ

10 ଏହା ପରେ ରିହବିୟାମଙ୍କ ସହିତ ବଢ଼ିଥିବା ଯୁବା ଲୋକମାନେ ତାଙ୍କୁ କହିଲେ, “ତୁମ୍ଭ ସହିତ କଥା ହୋଇଥିବା ଲୋକମାନଙ୍କୁ ତୁମ୍ଭେ ଏହି ପ୍ରକାରେ ଉତ୍ତର ଦେବା ଉଚିତ୍। ଲୋକମାନେ ତୁମ୍ଭକୁ କହିଲେ, ‘ତୁମ୍ଭର ପିତା ଆମ୍ଭମାନଙ୍କ ଜୀବନକୁ ଅସହ୍ୟ କରିଅଛନ୍ତି। ଆମ୍ଭମାନଙ୍କୁ ତାହା ଏକ ଭାରୀ ବୋଝ ବହିଲା ପରି ମନେ ହେଉଛି। କିନ୍ତୁ ତୁମ୍ଭେ ଆମ୍ଭମାନଙ୍କର ସେହି ବୋଝକୁ ହାଲୁକା କର ବୋଲି ଆମ୍ଭେମାନେ ଗ୍ଭହୁଁ।’ କିନ୍ତୁ ସେମାନେ ରିହବିୟାମଙ୍କୁ କହିଲେ, ତୁମ୍ଭେ ସେହି ଲୋକମାନଙ୍କୁ ଏହିପରି କହିବା ଉଚିତ୍; ସେମାନଙ୍କୁ କୁହ, ‘ମୋର କନିଷ୍ଠ ଅଙ୍ଗୁଳି ମୋର ପିତାଙ୍କର ଅଣ୍ଟାଠାରୁ ମଧ୍ୟ ମୋଟା।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ, ମୋହର କନିଷ୍ଠ ଅଙ୍ଗୁଳି ମୋହର ପିତାଙ୍କ କଟିଠାରୁ ମୋଟ।

Ver Capítulo Copiar

ଓଡିଆ ବାଇବେଲ

10 ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, “ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ, ମୋହର କନିଷ୍ଠ ଅଙ୍ଗୁଳି ମୋହର ପିତାଙ୍କ କଟିଠାରୁ ମୋଟା।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, “ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ‘ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର’ ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ, ‘ମୋହର କନିଷ୍ଠ ଅଙ୍ଗୁଳି ମୋହର ପିତାଙ୍କ କଟିଠାରୁ ମୋଟା।

Ver Capítulo Copiar




2 ବଂଶାବଳୀ 10:10

Síguenos en:

Anuncios


Anuncios