La Biblia Online

- Anuncios -




2 ବଂଶାବଳୀ 10:11 - ପବିତ୍ର ବାଇବଲ

11 ମୋର ପିତା ତୁମ୍ଭମାନଙ୍କ ଉପରେ ଏକ ଭାରୀ ବୋଝ ଲଦି ଦେଇଛନ୍ତି, ମୁଁ ସେହି ବୋଝକୁ ଆହୁରି ଭାରୀ କରିବି। ମୋର ପିତା ତୁମ୍ଭକୁ ଗ୍ଭବୁକ ଦ୍ୱାରା ଦଣ୍ଡ ଦେଉଥିଲେ। ମୁଁ ତୁମ୍ଭମାନଙ୍କୁ ଏ ପ୍ରକାର ଗ୍ଭବୁକ ଦ୍ୱାରା ଶାସନ କରିବି, ଯେଉଁଥିରେ ମୁନିଆ କଣ୍ଟାମାନ ବାହାରିଥିବ।’”

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

11 ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।

Ver Capítulo Copiar

ଓଡିଆ ବାଇବେଲ

11 ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।’”

Ver Capítulo Copiar




2 ବଂଶାବଳୀ 10:11

Síguenos en:

Anuncios


Anuncios