2 ବଂଶାବଳୀ 10:6 - ପବିତ୍ର ବାଇବଲ6 ଏହା ପରେ ରାଜା ରିହବିୟାମ୍ ବୃଦ୍ଧ ବ୍ୟକ୍ତିମାନଙ୍କ ସହିତ କଥା ହେଲେ, ଯେଉଁମାନେ କି ଅତୀତରେ ତାଙ୍କର ପିତା ଶଲୋମନଙ୍କର ସେବା କରୁଥିଲେ। ରିହବିୟାମ୍ ସେମାନଙ୍କୁ କହିଲେ, “ଏହି ଲୋକମାନଙ୍କୁ କହିବା ନିମନ୍ତେ ଆପଣମାନେ ମୋତେ କେଉଁ ପରାମର୍ଶ ଦେଉଛନ୍ତି?” Ver Capítuloପବିତ୍ର ବାଇବଲ (Re-edited) - (BSI)6 ଏଉତ୍ତାରେ ରିହବୀୟାମ୍ ରାଜା ଆପଣା ପିତା ଶଲୋମନଙ୍କର ଜୀବିତ କାଳରେ ଯେଉଁ ପ୍ରାଚୀନମାନେ ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସହିତ ମନ୍ତ୍ରଣା କରି କହିଲେ, ଏହି ଲୋକମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ମୋତେ କି ମନ୍ତ୍ରଣା ଦେଉଅଛ? Ver Capítuloଓଡିଆ ବାଇବେଲ6 ଏଉତ୍ତାରେ ରିହବୀୟାମ ରାଜା ଆପଣା ପିତା ଶଲୋମନଙ୍କର ଜୀବିତ କାଳରେ ଯେଉଁ ପ୍ରାଚୀନମାନେ ତାଙ୍କ ସମ୍ମୁଖରେ ଠିଆ ହେଉଥିଲେ, ସେମାନଙ୍କ ସହିତ ପରାମର୍ଶ କରି କହିଲେ, “ଏହି ଲୋକମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ମୋତେ କି ପରାମର୍ଶ ଦେଉଅଛ ?” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଉତ୍ତାରେ ରିହବୀୟାମ ରାଜା ଆପଣା ପିତା ଶଲୋମନଙ୍କର ଜୀବିତ କାଳରେ ଯେଉଁ ପ୍ରାଚୀନମାନେ ତାଙ୍କ ସମ୍ମୁଖରେ ଠିଆ ହେଉଥିଲେ, ସେମାନଙ୍କ ସହିତ ପରାମର୍ଶ କରି କହିଲେ, “ଏହି ଲୋକମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ମୋତେ କି ପରାମର୍ଶ ଦେଉଅଛ?” Ver Capítulo |