2 ବଂଶାବଳୀ 10:8 - ପବିତ୍ର ବାଇବଲ8 କିନ୍ତୁ ରିହବିୟାମ୍ ବୃଦ୍ଧ ଲୋକମାନେ ଦେଇଥିବା ଉପଦେଶକୁ ଗ୍ରହଣ କଲେ ନାହିଁ। ରିହବିୟାମ୍ ତାଙ୍କ ସଙ୍ଗେ ଏକତ୍ର ବଢ଼ିଥିବା ଓ ତାଙ୍କର ସେବା କରୁଥିବା ଯୁବା ଲୋକମାନଙ୍କ ସହିତ କଥା ହେଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)8 ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ମନ୍ତ୍ରଣା ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ମନ୍ତ୍ରଣା କଲେ। Ver Capítuloଓଡିଆ ବାଇବେଲ8 ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଠିଆ ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଠିଆ ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ। Ver Capítulo |