2 ବଂଶାବଳୀ 11:16 - ପବିତ୍ର ବାଇବଲ16 ଏହା ପରେ ଇସ୍ରାଏଲ ସେହି ସମସ୍ତ ଘରର ଲୋକମାନେ ଯେଉଁମାନେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଥିଲେ, ସେମାନଙ୍କର ପିତାଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ନୈବେଦ୍ୟ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ଆସିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)16 ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁମାନେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଅନ୍ଵେଷଣ କରିବା ପାଇଁ ଆପଣା ଆପଣା ମନ ନିବିଷ୍ଟ କଲେ, ସେମାନେ ଆପଣାମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲେବୀୟମାନଙ୍କ ପଶ୍ଚାତ୍ ଯିରୂଶାଲମକୁ ଆସିଲେ। Ver Capítuloଓଡିଆ ବାଇବେଲ16 ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁମାନେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ମନ ନିବିଷ୍ଟ କଲେ, ସେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲେବୀୟମାନଙ୍କ ପଶ୍ଚାତ୍ ଯିରୂଶାଲମକୁ ଆସିଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁମାନେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ମନ ନିବିଷ୍ଟ କଲେ, ସେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲେବୀୟମାନଙ୍କ ପଶ୍ଚାତ୍ ଯିରୂଶାଲମକୁ ଆସିଲେ। Ver Capítulo |