2 ବଂଶାବଳୀ 12:5 - ପବିତ୍ର ବାଇବଲ5 ଏହା ପରେ ଭବିଷ୍ୟଦ୍ବକ୍ତା ଶମୟିୟ, ରିହବିୟାମ୍ ନିକଟକୁ ଓ ଯିହୁଦାର ନେତାମାନଙ୍କ ନିକଟକୁ ଆସିଲେ। ଯିହୁଦାର ସେହି ନେତାମାନେ ଯିରୁଶାଲମରେ ରୁଣ୍ଡ ହୋଇଥିଲେ। କାରଣ ସେମାନେ ଶୀଶକଙ୍କୁ ଅତ୍ୟନ୍ତ ଭୟ କରୁଥିଲେ। ଶମୟିୟ ସେମାନଙ୍କୁ କହିଲେ, “ସଦାପ୍ରଭୁ କହନ୍ତି: ‘ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ। ତେଣୁ ବର୍ତ୍ତମାନ ଆମ୍ଭର ସାହାଯ୍ୟ ବିନା ଶୀଶକ୍ର ସମ୍ମୁଖୀନ ହେବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛୁ।’” Ver Capítuloପବିତ୍ର ବାଇବଲ (Re-edited) - (BSI)5 ତହିଁରେ ଶମୟୀୟ ଭବିଷ୍ୟଦ୍ବକ୍ତା, ଶୀଶକ୍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ୍ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍ ହସ୍ତରେ ଛାଡ଼ି ଦେଲୁ। Ver Capítuloଓଡିଆ ବାଇବେଲ5 ତହିଁରେ ଶମୟୀୟ ଭବିଷ୍ୟଦ୍ବକ୍ତା, ଶୀଶକ୍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍ ହସ୍ତରେ ଛାଡ଼ି ଦେଲୁ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ଶମୟୀୟ ଭବିଷ୍ୟଦ୍ବକ୍ତା, ଶୀଶକ୍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍ ହସ୍ତରେ ଛାଡ଼ିଦେଲୁ।” Ver Capítulo |