La Biblia Online

- Anuncios -




2 ବଂଶାବଳୀ 14:15 - ପବିତ୍ର ବାଇବଲ

15 ଆସାଙ୍କ ସୈନ୍ୟଦଳ ମେଷ ପାଳକମାନଙ୍କର ଛାଉଣି ଉପରେ ମଧ୍ୟ ଆକ୍ରମଣ କଲେ। ସେମାନେ ଅନେକ ମେଷ ଓ ଓଟ ନେଇଗଲେ। ଏହା ପରେ ଆସାଙ୍କ ସୈନ୍ୟଦଳ ଯିରୁଶାଲମକୁ ଫେରିଗଲେ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

15 ମଧ୍ୟ ସେମାନେ ପଶୁପଲର ତମ୍ଵୁସବୁ ଆଘାତ କଲେ, ଆଉ ବିସ୍ତର ମେଷ ଓ ଉଷ୍ଟ୍ର ନେଇ ଯିରୂଶାଲମକୁ ଫେରିଗଲେ।

Ver Capítulo Copiar

ଓଡିଆ ବାଇବେଲ

15 ମଧ୍ୟ ସେମାନେ ପଶୁପଲର ତମ୍ବୁସବୁ ଆଘାତ କଲେ, ଆଉ ବିସ୍ତର ମେଷ ଓ ଓଟ ନେଇ ଯିରୂଶାଲମକୁ ଫେରି ଗଲେ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମଧ୍ୟ ସେମାନେ ପଶୁପଲର ତମ୍ବୁସବୁ ଆଘାତ କଲେ, ଆଉ ବିସ୍ତର ମେଷ ଓ ଓଟ ନେଇ ଯିରୂଶାଲମକୁ ଫେରିଗଲେ।

Ver Capítulo Copiar




2 ବଂଶାବଳୀ 14:15

Síguenos en:

Anuncios


Anuncios