La Biblia Online

- Anuncios -

2 ବଂଶାବଳୀ 14:6 - ପବିତ୍ର ବାଇବଲ

6 ଯିହୁଦାରେ ଶାନ୍ତି ଥିବା ସମୟରେ ଆସା ଯିହୁଦାରେ ଦୃଢ଼ ନଗରମାନ ସ୍ଥାପନ କଲେ। ସଦାପ୍ରଭୁ ତାଙ୍କୁ ଶାନ୍ତି ପ୍ରଦାନ କରିଥିବାରୁ ସେହି ବର୍ଷଗୁଡ଼ିକରେ କୌଣସି ଯୁଦ୍ଧ ହୋଇ ନ ଥିଲା।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ସେ ଯିହୁଦା ଦେଶରେ କେତେକ ପ୍ରାଚୀର-ବେଷ୍ଟିତ ନଗର ନିର୍ମାଣ କଲେ; କାରଣ ସେହି କେତେକ ବର୍ଷ ଦେଶ ସୁସ୍ଥିର ଥିଲା ଓ ତାଙ୍କୁ ଯୁଦ୍ଧ କରିବାକୁ ନୋହିଲା; ଯେହେତୁ ସଦାପ୍ରଭୁ ତାଙ୍କୁ ବିଶ୍ରାମ ଦେଇଥିଲେ।

Ver Capítulo Copiar

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ସେ ଯିହୁଦା ଦେଶରେ କେତେକ ପ୍ରାଚୀର-ବେଷ୍ଟିତ ନଗର ନିର୍ମାଣ କଲେ; କାରଣ ସେହି କେତେକ ବର୍ଷ ଦେଶ ସୁସ୍ଥିର ଥିଲା ଓ ତାଙ୍କୁ ଯୁଦ୍ଧ କରିବାକୁ ନୋହିଲା; ଯେହେତୁ ସଦାପ୍ରଭୁ ତାଙ୍କୁ ବିଶ୍ରାମ ଦେଇଥିଲେ।

Ver Capítulo Copiar

2 ବଂଶାବଳୀ 14:6

Síguenos en:

Anuncios

Anuncios