2 ବଂଶାବଳୀ 3:1 - ପବିତ୍ର ବାଇବଲ1 ଯିରୁଶାଲମର ମୋରିୟା ପର୍ବତ ଉପରେ ଶଲୋମନ ସଦାପ୍ରଭୁଙ୍କର ମନ୍ଦିରର ନିର୍ମାଣ କାର୍ଯ୍ୟ ଆରମ୍ଭ କଲେ। ଏହି ମୋରିୟା ପର୍ବତ ଉପରେ ସଦାପ୍ରଭୁ ଶଲୋମନଙ୍କ ବାପା ଦାଉଦଙ୍କ ନିକଟରେ ଆବିର୍ଭାବ ହୋଇଥିଲେ। ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ଶଲୋମନ ସେହି ସ୍ଥାନ ଉପରେ ମନ୍ଦିର ନିର୍ମାଣ କଲେ। ସେହି ସ୍ଥାନଟି ଯିବୂଷୀୟ ଅରୁଣାହଃ ଗହମ ଦଳନ ସ୍ଥାନ ଥିଲା। Ver Capítuloପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶଲୋମନ ଯିରୂଶାଲମସ୍ଥ ମୋରୀୟା ପର୍ବତରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ, ସେହି ସ୍ଥାନରେ ସଦାପ୍ରଭୁ ତାଙ୍କର ପିତା ଦାଉଦଙ୍କୁ ଦର୍ଶନ ଦେଇଥିଲେ, ଦାଉଦ ଯିବୂଷୀୟ ଅରଣନ ଖଳାରେ ଯେଉଁ ସ୍ଥାନ ନିରୂପଣ କରିଥିଲେ, ସେହିଠାରେ ସେ ତାହା ପ୍ରସ୍ତୁତ କଲେ। Ver Capítuloଓଡିଆ ବାଇବେଲ1 ଏଥିଉତ୍ତାରେ ଶଲୋମନ ଯିରୂଶାଲମସ୍ଥ ମୋରୀୟା ପର୍ବତରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ, ସେହି ସ୍ଥାନରେ ସଦାପ୍ରଭୁ ତାଙ୍କର ପିତା ଦାଉଦଙ୍କୁ ଦର୍ଶନ ଦେଇଥିଲେ, ଦାଉଦ ଯିବୂଷୀୟ ଅରଣନ ଖଳାରେ ଯେଉଁ ସ୍ଥାନ ନିରୂପଣ କରିଥିଲେ, ସେହିଠାରେ ସେ ତାହା ପ୍ରସ୍ତୁତ କଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶଲୋମନ ଯିରୂଶାଲମସ୍ଥ ମୋରୀୟା ପର୍ବତରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ, ସେହି ସ୍ଥାନରେ ସଦାପ୍ରଭୁ ତାଙ୍କର ପିତା ଦାଉଦଙ୍କୁ ଦର୍ଶନ ଦେଇଥିଲେ, ଦାଉଦ ଯିବୂଷୀୟ ଅରଣନ ଖଳାରେ ଯେଉଁ ସ୍ଥାନ ନିରୂପଣ କରିଥିଲେ, ସେହିଠାରେ ସେ ତାହା ପ୍ରସ୍ତୁତ କଲେ। Ver Capítulo |