La Biblia Online

- Anuncios -




2 ବଂଶାବଳୀ 3:4 - ପବିତ୍ର ବାଇବଲ

4 ମନ୍ଦିରର ସମ୍ମୁଖ ଭାଗ ଅଗଣା କୋଡ଼ିଏ ହାତ ମନ୍ଦିର ସହିତ ସମାନ ପ୍ରସ୍ଥ ଥିଲା ଓ 120 ହାତ ଉଚ୍ଚତା ବିଶିଷ୍ଟ ଥିଲା। ଏହି ଅଗଣାର ସମ୍ମୁଖ ଭାଗର ଭିତର ଅଂଶକୁ ଶଲୋମନ ଶୁଦ୍ଧ ସୁବର୍ଣ୍ଣରେ ଢାଙ୍କି ଥିଲେ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଗୃହର ସମ୍ମୁଖସ୍ଥ ବରଣ୍ତାର ଦୈର୍ଘ୍ୟତା ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ଉଚ୍ଚତା ଶହେ କୋଡ଼ିଏ ହାତ ଥିଲା; ଆଉ ସେ ତହିଁର ଭିତର ଭାଗ ଶୁଦ୍ଧ ସୁବର୍ଣ୍ଣରେ ମଡ଼ାଇଲେ।

Ver Capítulo Copiar

ଓଡିଆ ବାଇବେଲ

4 ପୁଣି ଗୃହର ସମ୍ମୁଖସ୍ଥ ବାରଣ୍ଡାର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ଉଚ୍ଚତା ଶହେ କୋଡ଼ିଏ ହାତ ଥିଲା; ଆଉ ସେ ତହିଁର ଭିତର ଭାଗ ଶୁଦ୍ଧ ସୁବର୍ଣ୍ଣରେ ମଡ଼ାଇଲେ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି ଗୃହର ସମ୍ମୁଖସ୍ଥ ବାରଣ୍ଡାର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ଉଚ୍ଚତା ଶହେ କୋଡ଼ିଏ ହାତ ଥିଲା; ଆଉ ସେ ତହିଁର ଭିତର ଭାଗ ଶୁଦ୍ଧ ସୁବର୍ଣ୍ଣରେ ମଡ଼ାଇଲେ।

Ver Capítulo Copiar




2 ବଂଶାବଳୀ 3:4

Síguenos en:

Anuncios


Anuncios