2 ବଂଶାବଳୀ 6:1 - ପବିତ୍ର ବାଇବଲ1 ଏହା ପରେ ଶଲୋମନ କହିଲେ, “ସଦାପ୍ରଭୁ ସେ ଗାଢ଼ ମେଘ ମଧ୍ୟରେ ବାସ କରିବେ। Ver Capítuloପବିତ୍ର ବାଇବଲ (Re-edited) - (BSI)1 ତହୁଁ ଶଲୋମନ କହିଲେ, ସଦାପ୍ରଭୁ ଘୋର ଅନ୍ଧକାରରେ ବାସ କରିବେ ବୋଲି କହିଅଛନ୍ତି। Ver Capítuloଓଡିଆ ବାଇବେଲ1 ତହୁଁ ଶଲୋମନ କହିଲେ, ସଦାପ୍ରଭୁ ନିବିଡ଼ ମେଘରେ ବାସ କରିବେ ବୋଲି କହିଅଛନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତହୁଁ ଶଲୋମନ କହିଲେ, “ସଦାପ୍ରଭୁ ନିବିଡ଼ ମେଘରେ ବାସ କରିବେ ବୋଲି କହିଅଛନ୍ତି। Ver Capítulo |