2 ବଂଶାବଳୀ 6:17 - ପବିତ୍ର ବାଇବଲ17 ବର୍ତ୍ତମାନ ହେ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର, ତୁମ୍ଭର ପ୍ରତିଜ୍ଞାକୁ ସଫଳ କର। ତୁମ୍ଭେ ତୁମ୍ଭର ଦାସ ଦାଉଦଙ୍କୁ ଏହି ପ୍ରତିଜ୍ଞା ଦେଇଥିଲ। Ver Capítuloପବିତ୍ର ବାଇବଲ (Re-edited) - (BSI)17 ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ତୁମ୍ଭ ଦାସ ଦାଉଦଙ୍କ ପ୍ରତି ଉକ୍ତ ତୁମ୍ଭର ବାକ୍ୟ ଦୃଢ଼ ହେଉ। Ver Capítuloଓଡିଆ ବାଇବେଲ17 ଏହେତୁ ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭ ଦାସ ଦାଉଦଙ୍କ ପ୍ରତି ଉକ୍ତ ତୁମ୍ଭର ବାକ୍ୟ ଦୃଢ଼ ହେଉ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭ ଦାସ ଦାଉଦଙ୍କ ପ୍ରତି ଉକ୍ତ ତୁମ୍ଭର ବାକ୍ୟ ଦୃଢ଼ ହେଉ। Ver Capítulo |