La Biblia Online

- Anuncios -




2 ବଂଶାବଳୀ 6:26 - ପବିତ୍ର ବାଇବଲ

26 “ଆକାଶ ରୁଦ୍ଧ ହୋଇ ହୁଏତ ବର୍ଷା ହୋଇ ନ ପାରେ। ଯଦି ଇସ୍ରାଏଲର ଲୋକମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, ତେବେ ଏହା ଘଟିବ। ଆଉ ଯଦି ଇସ୍ରାଏଲର ଲୋକମାନେ ଏହି ମନ୍ଦିର ଆଡ଼େ ଗ୍ଭହିଁ ତୁମ୍ଭଠାରେ ସ୍ୱୀକାର କରନ୍ତି ଏବଂ ପ୍ରାର୍ଥନା କରନ୍ତି, ଆଉ ତୁମ୍ଭେ ସେମାନଙ୍କୁ ଦଣ୍ଡ ଦେଇଥାଅ। ଯଦି ସେମାନେ ସେମାନଙ୍କର ପାପ ପାଇଁ ଅନୁତାପ କରନ୍ତି।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

26 ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ, ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ଵୀକାର କରି ଆପଣା ଆପଣା ପାପରୁ ଫେରନ୍ତି;

Ver Capítulo Copiar

ଓଡିଆ ବାଇବେଲ

26 ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ, ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି;

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ, ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି;

Ver Capítulo Copiar




2 ବଂଶାବଳୀ 6:26

Síguenos en:

Anuncios


Anuncios