2 ବଂଶାବଳୀ 6:27 - ପବିତ୍ର ବାଇବଲ27 ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣ ଓ ସେମାନଙ୍କର ପାପସବୁ କ୍ଷମା କର। ଇସ୍ରାଏଲର ଲୋକମାନେ ତୁମ୍ଭର ଦାସ ଅଟନ୍ତି। ତେଣୁ ସେମାନେ ଯେଉଁ ପ୍ରକାର ଜୀବନ କାଟିବା ଉଚିତ୍, ସେମାନଙ୍କୁ ସେହି ଯଥାର୍ଥ ପଥ ଶିଖାଅ। ଆଉ ତୁମ୍ଭର ଦେଶ ମଧ୍ୟକୁ ବାର୍ତ୍ତା ପଠାଅ। ସେହି ଦେଶକୁ ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ଦେଇଅଛ। Ver Capítuloପବିତ୍ର ବାଇବଲ (Re-edited) - (BSI)27 ତେବେ ତୁମ୍ଭେ ସ୍ଵର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କର ଗନ୍ତବ୍ୟ ସତ୍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି ତୁମ୍ଭ ଲୋକମାନଙ୍କ ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର। Ver Capítuloଓଡିଆ ବାଇବେଲ27 ତେବେ ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କର ଗନ୍ତବ୍ୟ ସତ୍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି ତୁମ୍ଭ ଲୋକମାନଙ୍କ ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତେବେ ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କର ଗନ୍ତବ୍ୟ ସତ୍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି ତୁମ୍ଭ ଲୋକମାନଙ୍କ ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର। Ver Capítulo |