La Biblia Online

- Anuncios -




2 ବଂଶାବଳୀ 6:35 - ପବିତ୍ର ବାଇବଲ

35 ସ୍ୱର୍ଗରେ ଥାଇ ସେମାନଙ୍କର ପ୍ରାର୍ଥନା ଶୁଣ। ସେମାନେ ସାହାଯ୍ୟ ପାଇଁ ଅନୁରୋଧ କରିବା ସମୟରେ ସେମାନଙ୍କ ବିନତି ଶୁଣ। ଆଉ, ସେମାନଙ୍କୁ ସାହାଯ୍ୟ କର।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

35 ତେବେ ତୁମ୍ଭେ ସ୍ଵର୍ଗରୁ ସେମାନଙ୍କର ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କର ବିଚାର ନିଷ୍ପତ୍ତି କର।

Ver Capítulo Copiar

ଓଡିଆ ବାଇବେଲ

35 ତେବେ ତୁମ୍ଭେ ସ୍ୱର୍ଗରୁ ସେମାନଙ୍କର ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କର ବିଚାର ନିଷ୍ପତ୍ତି କର।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ତେବେ ତୁମ୍ଭେ ସ୍ୱର୍ଗରୁ ସେମାନଙ୍କର ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କର ବିଚାର ନିଷ୍ପତ୍ତି କର।

Ver Capítulo Copiar




2 ବଂଶାବଳୀ 6:35

Síguenos en:

Anuncios


Anuncios