2 ବଂଶାବଳୀ 6:6 - ପବିତ୍ର ବାଇବଲ6 କିନ୍ତୁ ଆମ୍ଭେ ବର୍ତ୍ତମାନ ଯିରୁଶାଲମକୁ ଆମ୍ଭର ନାମାର୍ଥେ ଏକ ସ୍ଥାନ ରୂପେ ନିରୂପଣ କରିଅଛୁ ଏବଂ ଆମ୍ଭେ ଆମ୍ଭର ଲୋକ ଦାଉଦକୁ ଇସ୍ରାଏଲକୁ ନେତୃତ୍ୱ ଦେବା ନିମନ୍ତେ ମନୋନୀତ କରିଅଛୁ।’ Ver Capítuloପବିତ୍ର ବାଇବଲ (Re-edited) - (BSI)6 ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ। Ver Capítuloଓଡିଆ ବାଇବେଲ6 ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।’ Ver Capítulo |