2 ବଂଶାବଳୀ 7:18 - ପବିତ୍ର ବାଇବଲ18 ତା'ହେଲେ ଆମ୍ଭେ ତୁମ୍ଭର ରାଜ୍ୟକୁ ମହାନ କରିବା। ଆମ୍ଭେ ତୁମ୍ଭର ପିତା ଦାଉଦଙ୍କ ସହିତ ଏହି ଚୁକ୍ତି କରିଥିଲୁ। ଆମ୍ଭେ ତାଙ୍କୁ କହିଥିଲୁ, ‘ଦାଉଦ, ତୁମ୍ଭ ବଂଶରୁ ସର୍ବଦା ଜଣେ ବ୍ୟକ୍ତି ଇସ୍ରାଏଲର ରାଜା ହେବ।’ Ver Capítuloପବିତ୍ର ବାଇବଲ (Re-edited) - (BSI)18 ତେବେ ଇସ୍ରାଏଲ ଉପରେ କର୍ତ୍ତୃତ୍ଵ କରିବା ପାଇଁ ତୁମ୍ଭ ସମ୍ଵନ୍ଧୀୟ ଲୋକର ଅଭାବ ନୋହିବ ବୋଲି ଯେଉଁ ନିୟମ ଆମ୍ଭେ ତୁମ୍ଭ ପିତା ଦାଉଦ ସଙ୍ଗେ କରିଅଛୁ, ତଦନୁସାରେ ଆମ୍ଭେ ତୁମ୍ଭର ରାଜସିଂହାସନ ସ୍ଥିର କରିବା। Ver Capítuloଓଡିଆ ବାଇବେଲ18 ତେବେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରିବା ପାଇଁ ତୁମ୍ଭ ସମ୍ବନ୍ଧୀୟ ଲୋକର ଅଭାବ ନୋହିବ ବୋଲି ଯେଉଁ ନିୟମ ଆମ୍ଭେ ତୁମ୍ଭ ପିତା ଦାଉଦ ସଙ୍ଗେ କରିଅଛୁ, ତଦନୁସାରେ ଆମ୍ଭେ ତୁମ୍ଭର ରାଜସିଂହାସନ ସ୍ଥିର କରିବା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତେବେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରିବା ପାଇଁ ତୁମ୍ଭ ସମ୍ବନ୍ଧୀୟ ଲୋକର ଅଭାବ ନୋହିବ ବୋଲି ଯେଉଁ ନିୟମ ଆମ୍ଭେ ତୁମ୍ଭ ପିତା ଦାଉଦ ସଙ୍ଗେ କରିଅଛୁ, ତଦନୁସାରେ ଆମ୍ଭେ ତୁମ୍ଭର ରାଜସିଂହାସନ ସ୍ଥିର କରିବା। Ver Capítulo |