La Biblia Online

- Anuncios -




2 ବଂଶାବଳୀ 8:12 - ପବିତ୍ର ବାଇବଲ

12 ଏହା ପରେ ଶଲୋମନ ସଦାପ୍ରଭୁଙ୍କ ଯଜ୍ଞବେଦି ଉପରେ ସଦାପ୍ରଭୁଙ୍କ ନିକଟରେ ହୋମବଳି ଉତ୍ସର୍ଗ କଲେ। ଶଲୋମନ ମନ୍ଦିରର ବାରଣ୍ଡା ସମ୍ମୁଖରେ ସେହି ବଳିବେଦି ନିର୍ମାଣ କରିଥିଲେ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

12 ତହୁ ଶଲୋମନ ବରଣ୍ତା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;

Ver Capítulo Copiar

ଓଡିଆ ବାଇବେଲ

12 ତହୁଁ ଶଲୋମନ ବାରଣ୍ଡା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହୁଁ ଶଲୋମନ ବାରଣ୍ଡା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;

Ver Capítulo Copiar




2 ବଂଶାବଳୀ 8:12

Síguenos en:

Anuncios


Anuncios