2 ବଂଶାବଳୀ 9:18 - ପବିତ୍ର ବାଇବଲ18 ସେହି ଛଅ ଗୋଟି ପାହାଚ ସିଂହାସନ ନିକଟକୁ ରାସ୍ତା କଢ଼ାଇ ନେଲା। ସୁନାରେ ନିର୍ମିତ ଏକ ପାଦପୀଠ ତାହାର ଥିଲା। ସିଂହାସନର ଆସନର ଉଭୟ ପାର୍ଶ୍ୱରେ ବାହୁଭରାମାନ ଥିଲା। ପ୍ରତ୍ୟେକ ବାହୁଭରାର ପାର୍ଶ୍ୱରେ ଗୋଟିଏ ଲେଖାଏଁ ସିଂହମୂର୍ତ୍ତି ଦଣ୍ଡାୟମାନ ଥିଲା। Ver Capítuloପବିତ୍ର ବାଇବଲ (Re-edited) - (BSI)18 ସେହି ସିଂହାସନରେ ଏକ ସ୍ଵର୍ଣ୍ଣମୟ ପାଦପୀଠ ସହିତ ଛଅ ପାବଚ୍ଛ ସିଂହାସନ ସଂଯୁକ୍ତ ହୋଇଥିଲା, ଆଉ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ଵନ ଥିଲା ଓ ସେହି ହସ୍ତାବଲମ୍ଵନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ। Ver Capítuloଓଡିଆ ବାଇବେଲ18 ସେହି ସିଂହାସନରେ ଏକ ସ୍ୱର୍ଣ୍ଣମୟ ପାଦପୀଠ ସହିତ ଛଅ ପାହାଚ ସିଂହାସନ ସଂଯୁକ୍ତ ହୋଇଥିଲା, ଆଉ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେହି ସିଂହାସନରେ ଏକ ସ୍ୱର୍ଣ୍ଣମୟ ପାଦପୀଠ ସହିତ ଛଅ ପାହାଚ ସିଂହାସନ ସଂଯୁକ୍ତ ହୋଇଥିଲା, ଆଉ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ। Ver Capítulo |