୨ କରିନ୍ଥୀୟ 1:23 - ପବିତ୍ର ବାଇବଲ23 ମୁଁ କରିନ୍ଥୀକୁ ଆଉ ଥରେ ଆସି ନ ଥିଲି କାରଣ ମୁଁ ତୁମ୍ଭମାନଙ୍କୁ ଆଘାତ ଦେବାକୁ ଇଚ୍ଛା କରୁ ନ ଥିଲି। Ver Capítuloପବିତ୍ର ବାଇବଲ (Re-edited) - (BSI)23 କିନ୍ତୁ ମୁଁ ଈଶ୍ଵରଙ୍କୁ ସାକ୍ଷୀ ମାନି ମୋʼ ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥକୁ ପୁନର୍ବାର ଯାଇ ନାହିଁ। Ver Capítuloଓଡିଆ ବାଇବେଲ23 କିନ୍ତୁ ମୁଁ ଈଶ୍ୱରଙ୍କୁ ସାକ୍ଷୀ ମାନି ମୋ' ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥକୁ ପୁନର୍ବାର ଯାଇ ନାହିଁ । Ver Capítuloପବିତ୍ର ବାଇବଲ (CL) NT (BSI)23 ଈଶ୍ୱର ମୋର ସାକ୍ଷୀ। ସେ ମୋ’ ହୃଦୟ ଜାଣନ୍ତି। ତୁମ୍ଭମାନଙ୍କୁ ମୁଁ ଯେପରି ଆଉ ଆଘାତ ନ ଦିଏ, ସେଥିପାଇଁ ମୋର କରିନ୍ଥ ଯାତ୍ରା ସ୍ଥଗିତ ରଖିଲି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କିନ୍ତୁ ମୁଁ ଈଶ୍ବରଙ୍କୁ ସାକ୍ଷୀ ମାନି ମୋʼ ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥ ସହରକୁ ପୁନର୍ବାର ଯାଇ ନାହିଁ। Ver Capítulo |