୨ କରିନ୍ଥୀୟ 1:24 - ପବିତ୍ର ବାଇବଲ24 ପରମେଶ୍ୱର ଏଥିର ସାକ୍ଷୀ। ମୋ’ କହିବା ଉଦ୍ଦେଶ୍ୟ ନୁହେଁ ଯେ, ଆମ୍ଭେ ତୁମ୍ଭମାନଙ୍କ ବିଶ୍ୱାସକୁ ନିୟନ୍ତ୍ରିତ କରିବାକୁ ଇଚ୍ଛା କରୁ। ତୁମ୍ଭେମାନେ ବିଶ୍ୱାସରେ ଦୃଢ଼ କିନ୍ତୁ ଆମ୍ଭେମାନେ ତୁମ୍ଭର ଆନନ୍ଦ ପାଇଁ ତୁମ୍ଭମାନଙ୍କର ସହକର୍ମୀ। Ver Capítuloପବିତ୍ର ବାଇବଲ (Re-edited) - (BSI)24 ତୁମ୍ଭମାନଙ୍କ ବିଶ୍ଵାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ଵ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକାର୍ଯ୍ୟକାରୀ ଅଟୁ; ଯେଣୁ ବିଶ୍ଵାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ। Ver Capítuloଓଡିଆ ବାଇବେଲ24 ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକାର୍ଯ୍ୟକାରୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ । Ver Capítuloପବିତ୍ର ବାଇବଲ (CL) NT (BSI)24 ତୁମ୍ଭେମାନେ କେଉଁ କଥା ବିଶ୍ୱାସ କରିବ, ଏବିଷୟରେ ତୁମ ଉପରେ କତ୍ତୃତ୍ୱ କରିବାକୁ ଆମେ ଚେଷ୍ଠା କରୁ ନାହୁଁ, କାରଣ ତୁମ୍ଭେମାନେ ବିଶ୍ୱାସରେ ସୁପ୍ରତିଷ୍ଠିତ। ବରଂ ତୁମ୍ଭମାନଙ୍କୁ କେବଳ ସୁଖୀ କରିବା ପାଇଁ ତୁମ୍ଭମାନଙ୍କ ସହିତ ମିଳିମିଶି ଆମେ କାର୍ଯ୍ୟ କରୁଛୁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକର୍ମୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ। Ver Capítulo |