୨ କରିନ୍ଥୀୟ 1:4 - ପବିତ୍ର ବାଇବଲ4 ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ୱନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ୟ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ୱନା ପ୍ରଦାନ କରି ପାରିବା। ଆମ୍ଭକୁ ପରମେଶ୍ୱର ଯେଉଁ ପ୍ରକାର ସାନ୍ତ୍ୱନା ଦିଅନ୍ତି, ଆମ୍ଭେ ସେହିମାନଙ୍କୁ ସେହି ପ୍ରକାର ସାନ୍ତ୍ୱନା ପ୍ରଦାନ କରି ପାରିବା। Ver Capítuloପବିତ୍ର ବାଇବଲ (Re-edited) - (BSI)4 ଈଶ୍ଵରଙ୍କ ଦ୍ଵାରା ଯେଉଁ ସାନ୍ତ୍ଵନାରେ ଆମ୍ଭେମାନେ ସାନ୍ତ୍ଵନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ଵନା ଦ୍ଵାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ଵନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ଵନା ପ୍ରଦାନ କରନ୍ତି। Ver Capítuloଓଡିଆ ବାଇବେଲ4 ଈଶ୍ୱରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି । Ver Capítuloପବିତ୍ର ବାଇବଲ (CL) NT (BSI)4 ଆମ କ୍ଳେଶ ଭୋଗ ସମୟରେ ସେ ଆମକୁ ଯେଉଁ ସାନ୍ୱନା ଦ୍ୱାରା ଆମେ ଯେଉଁ ସାନ୍ତ୍ୱନା ଦେଇ ପାରିବା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି। Ver Capítulo |