2 ରାଜାବଳୀ 1:15 - ପବିତ୍ର ବାଇବଲ15 ତତ୍ପରେ ସଦାପ୍ରଭୁଙ୍କ ଦୂତ ଏଲିୟଙ୍କୁ କହିଲେ, “ଅଧିନାୟକଙ୍କ ସହିତ ଯାଅ, ତାଙ୍କୁ ଭୟ କର ନାହିଁ।” ତେଣୁ ଏଲିୟ ଅହସିୟଙ୍କ ନିକଟକୁ ଗଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)15 ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ ନ କର। ତହୁଁ ସେ ଉଠି ତାହା ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ। Ver Capítuloଓଡିଆ ବାଇବେଲ15 ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ। Ver Capítulo |