୨ ପିତର 1:15 - ପବିତ୍ର ବାଇବଲ15 ତୁମ୍ଭେମାନେ ଏହିକଥା ସର୍ବଦା ମନେରଖିବା ପାଇଁ ମୁଁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରିବି। ମୁଁ ଗ୍ଭଲିଗଲା ପରେ ମଧ୍ୟ ତୁମ୍ଭେ ଯେପରି ଏ କଥା ମନେ ରଖିବ, ଏହା ମୁଁ ଗ୍ଭହେଁ। Ver Capítuloପବିତ୍ର ବାଇବଲ (Re-edited) - (BSI)15 ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହିସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥିନିମନ୍ତେ ମୁଁ ଯନି କରିବି। Ver Capítuloଓଡିଆ ବାଇବେଲ15 ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହି ସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥି ନିମନ୍ତେ ମୁଁ ଯତ୍ନ କରିବି । Ver Capítuloପବିତ୍ର ବାଇବଲ (CL) NT (BSI)15 ମୋର ମୃତ୍ୟୁ ପରେ ମଧ୍ୟ ତୁମ୍ଭେମାନେ ଯେପରି ଏହିସବୁ ବିଷୟ ଚିରଦିନ ସ୍ମରଣରେ ରଖିବ, ଏହାର ବ୍ୟବସ୍ଥା କରିବାକୁ ମୁଁ ଯଥାସାଧ୍ୟ ଚେଷ୍ଟା କରୁଛୁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହି ସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥିନିମନ୍ତେ ମୁଁ ଯତ୍ନ କରିବି। Ver Capítulo |