୨ ପିତର 1:16 - ପବିତ୍ର ବାଇବଲ16 ଆମ୍ଭେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟରେ ତୁମ୍ଭମାନଙ୍କୁ କହିଛୁ। ତାହାଙ୍କର ଆସିବା ବିଷୟ ତୁମ୍ଭମାନଙ୍କୁ କହିଛୁ। ସେଗୁଡ଼ିକ ଲୋକମାନଙ୍କ ବିଜ୍ଞାନ ପାଇଁ ମନଗଢ଼ା ଗଳ୍ପ ନୁହେଁ। ଆମ୍ଭେ ନିଜେ ନିଜ ଆଖିରେ ଯୀଶୁଙ୍କର ମହାନତା ଦେଖିଛୁ। Ver Capítuloପବିତ୍ର ବାଇବଲ (Re-edited) - (BSI)16 କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ଵନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ। Ver Capítuloଓଡିଆ ବାଇବେଲ16 କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ । Ver Capítuloପବିତ୍ର ବାଇବଲ (CL) NT (BSI)16 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବମୟ ପୁନରାଗମନ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଇବା ପାଇଁ ଆମେ କାଳ୍ପନିକ ଗଳ୍ପ ଉପରେ ନିର୍ଭର କରିନାହୁଁ। ଆମେ ସ୍ୱଚକ୍ଷୁରେ ତାଙ୍କ ମହିମା ଅବଲୋକନ କରିଛୁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ। Ver Capítulo |