୨ ପିତର 1:18 - ପବିତ୍ର ବାଇବଲ18 ଆମ୍ଭେ ସେହି ବାଣୀ ଶୁଣିଛୁ। ଆମ୍ଭେମାନେ ଯୀଶୁଙ୍କ ସହିତ ପବିତ୍ର ପର୍ବତରେ ଥିଲାବେଳେ ଏହି ବାଣୀ ଆକାଶରୁ ଆସିଥିଲା। Ver Capítuloପବିତ୍ର ବାଇବଲ (Re-edited) - (BSI)18 ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବା ବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ। Ver Capítuloଓଡିଆ ବାଇବେଲ18 ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ । Ver Capítuloପବିତ୍ର ବାଇବଲ (CL) NT (BSI)18 ଆମେ ତାଙ୍କ ସହିତ ସେହି ପବିତ୍ର ପର୍ବତ ଉପରେ ଥିବା ସମୟରେ ଆମେ ତାଙ୍କ ସହିତ ସେହି ପବିତ୍ର ପର୍ବତ ଉପରେ ଥିବା ସମୟରେ ଆମେ ନିଜେ ଏହି ସ୍ୱର୍ଗୀୟ ବାଣୀ ଶୁଣିଛୁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ। Ver Capítulo |