2 ଶାମୁୟେଲ 11:21 - ପବିତ୍ର ବାଇବଲ21 ଯିରୁବ୍ବେଶତର ପୁତ୍ର ଅବୀମେଲକକୁ କିଏ ମାରିଲା? ଜଣେ ସ୍ତ୍ରୀଲୋକ ପ୍ରାଚୀରରୁ ତାହା ଉପରକୁ ଚକିର ଉପର ପଟ ପକାନ୍ତେ ସେ କ’ଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ?’ ତେବେ ତୁମ୍ଭେ କହିବ, ‘ନିଜର ଦାସ ହିତ୍ତୀୟ ଊରିୟ ମଧ୍ୟ ମରିଅଛି।’” Ver Capítuloପବିତ୍ର ବାଇବଲ (Re-edited) - (BSI)21 ଯିରୁବ୍ବେଶତର ପୁତ୍ର ଅବୀମେଲକକୁ କିଏ ମାରିଲା? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କʼଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ? ତେବେ ତୁମ୍ଭେ କହିବ, ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି। Ver Capítuloଓଡିଆ ବାଇବେଲ21 ଯିରୁବ୍ବେଶତର ପୁତ୍ର ଅବୀମେଲକ୍କୁ କିଏ ମାରିଲା ? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କ’ଣ ତେବେସରେ ମଲା ନାହିଁ ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯିରୁବ୍ବେଶତର ପୁତ୍ର ଅବୀମେଲକ୍କୁ କିଏ ମାରିଲା? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କʼଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’” Ver Capítulo |