2 ଶାମୁୟେଲ 12:21 - ପବିତ୍ର ବାଇବଲ21 ଦାଉଦଙ୍କୁ ତାଙ୍କର ଦାସମାନେ ପଗ୍ଭରିଲେ, “ଆପଣ ଏପରି ବ୍ୟବହାର କାହିଁକି କଲେ? ଯେତେବେଳେ ପିଲାଟି ବଞ୍ଚିଥିଲା ଆପଣ ଖାଇବାକୁ ମନା କଲେ ଓ କାନ୍ଦିଲେ କିନ୍ତୁ ପିଲାଟି ମରିଯିବା ପରେ ଉଠିଲେ ଓ ଖାଦ୍ୟ ଖାଇଲେ।” Ver Capítuloପବିତ୍ର ବାଇବଲ (Re-edited) - (BSI)21 ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଆପଣ ଏ କି ପ୍ରକାର କର୍ମ କଲେ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ। Ver Capítuloଓଡିଆ ବାଇବେଲ21 ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।” Ver Capítulo |