2 ଶାମୁୟେଲ 12:23 - ପବିତ୍ର ବାଇବଲ23 କିନ୍ତୁ ବର୍ତ୍ତମାନ ପିଲାଟି ମରିଅଛି, ମୁଁ କାହିଁକି ଆଉ ଉପବାସ କରିବି। ମୁଁ କ’ଣ ପିଲାଟିର ଜୀବନ ଫେରାଇ ଆଣି ପାରିବି। ଦିନେ ମୁଁ ତା’ ନିକଟକୁ ଯିବି କିନ୍ତୁ ସେ ମୋ’ ନିକଟକୁ ଆସି ପାରିବ ନାହିଁ।” Ver Capítuloପବିତ୍ର ବାଇବଲ (Re-edited) - (BSI)23 ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି? ମୁଁ କି ତାକୁ ଫେରାଇ ଆଣି ପାରିବି? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋʼ ନିକଟକୁ ଫେରି ଆସିବ ନାହିଁ। Ver Capítuloଓଡିଆ ବାଇବେଲ23 ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି ? ମୁଁ କି ତାକୁ ଫେରାଇ ଆଣି ପାରିବି ? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋ’ ନିକଟକୁ ଫେରି ଆସିବ ନାହିଁ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି? ମୁଁ କି ତାକୁ ଫେରାଇ ଆଣି ପାରିବି? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋʼ ନିକଟକୁ ଫେରି ଆସିବ ନାହିଁ।” Ver Capítulo |