2 ଶାମୁୟେଲ 13:13 - ପବିତ୍ର ବାଇବଲ13 ଯଦି ତୁମ୍ଭେ ଏହା କର, ମୁଁ ଲଜ୍ଜାରୁ କେବେ ମୁକ୍ତ ହୋଇ ପାରିବି ନାହିଁ। ଏବଂ ଇସ୍ରାଏଲରେ ତୁମ୍ଭେ ଜଣେ ସାଧାରଣ ଦୋଷୀ ରୂପେ ବିବେଚିତ ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।” Ver Capítuloପବିତ୍ର ବାଇବଲ (Re-edited) - (BSI)13 ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ। Ver Capítuloଓଡିଆ ବାଇବେଲ13 ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି ? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।” Ver Capítulo |