2 ଶାମୁୟେଲ 13:22 - ପବିତ୍ର ବାଇବଲ22 ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ। କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା। Ver Capítuloପବିତ୍ର ବାଇବଲ (Re-edited) - (BSI)22 ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଗିନୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା। Ver Capítuloଓଡିଆ ବାଇବେଲ22 ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା। Ver Capítulo |