2 ଶାମୁୟେଲ 14:18 - ପବିତ୍ର ବାଇବଲ18 ରାଜା ଦାଉଦ ସ୍ତ୍ରୀଲୋକଟିକୁ କହିଲେ, “ମୁଁ ତୁମ୍ଭକୁ କେତେକ ପ୍ରଶ୍ନ ପଗ୍ଭରିବି। ତୁମ୍ଭେ ତା'ର ଉତ୍ତର ଦେବ।” ସ୍ତ୍ରୀଲୋକଟି କହିଲା, “ହେ ମୋର ପ୍ରଭୁ, ଆପଣଙ୍କର ପ୍ରଶ୍ନ ପଗ୍ଭରନ୍ତୁ।” Ver Capítuloପବିତ୍ର ବାଇବଲ (Re-edited) - (BSI)18 ଏଥିରେ ରାଜା ଉତ୍ତର ଦେଇ ସେହି ସ୍ତ୍ରୀକି କହିଲେ, ଭଲା ମୁଁ ତୁମ୍ଭକୁ ଯାହା ପଚାରିବି, ତାହା ମୋʼଠାରୁ ଗୋପନ କରିବ ନାହିଁ। ତହୁଁ ସେହି ସ୍ତ୍ରୀ କହିଲା, ମୋର ପ୍ରଭୁ ମହାରାଜ କହନ୍ତୁ। Ver Capítuloଓଡିଆ ବାଇବେଲ18 ଏଥିରେ ରାଜା ଉତ୍ତର ଦେଇ ସେହି ସ୍ତ୍ରୀକୁ କହିଲେ, “ଭଲ, ମୁଁ ତୁମ୍ଭକୁ ଯାହା ପଚାରିବି, ତାହା ମୋ’ଠାରୁ ଗୋପନ କରିବ ନାହିଁ।” ତହୁଁ ସେହି ସ୍ତ୍ରୀ କହିଲା, “ମୋର ପ୍ରଭୁ ମହାରାଜ କହନ୍ତୁ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିରେ ରାଜା ଉତ୍ତର ଦେଇ ସେହି ସ୍ତ୍ରୀକୁ କହିଲେ, “ଭଲ, ମୁଁ ତୁମ୍ଭକୁ ଯାହା ପଚାରିବି, ତାହା ମୋʼ ଠାରୁ ଗୋପନ କରିବ ନାହିଁ।” ତହୁଁ ସେହି ସ୍ତ୍ରୀ କହିଲା, “ମୋର ପ୍ରଭୁ ମହାରାଜ କହନ୍ତୁ।” Ver Capítulo |