2 ଶାମୁୟେଲ 14:21 - ପବିତ୍ର ବାଇବଲ21 ରାଜା ଯୋୟାବକୁ କହିଲେ, “ଦେଖ, ମୁଁ ସେହି କଥା କଲି। ଏଣୁ ଯାଅ ସେହି ଯୁବକ ଅବଶାଲୋମକୁ ପୁନର୍ବାର ଆଣ।” Ver Capítuloପବିତ୍ର ବାଇବଲ (Re-edited) - (BSI)21 ଏଥିଉତ୍ତାରେ ରାଜା ଯୋୟାବକୁ କହିଲେ, ଆଚ୍ଛା, ଦେଖ, ମୁଁ ସେହି କଥା କଲି, ଏଣୁ ଯାଅ, ସେ ଯୁବା ଅବଶାଲୋମକୁ ପୁନର୍ବାର ଆଣ। Ver Capítuloଓଡିଆ ବାଇବେଲ21 ଏଥିଉତ୍ତାରେ ରାଜା ଯୋୟାବକୁ କହିଲେ, “ଆଚ୍ଛା, ଦେଖ, ମୁଁ ଏହି କଥା କରିବି, ଏଣୁ ଯାଅ, ସେ ଯୁବା ଅବଶାଲୋମକୁ ପୁନର୍ବାର ଆଣ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ରାଜା ଯୋୟାବକୁ କହିଲେ, “ଆଚ୍ଛା, ଦେଖ, ମୁଁ ଏହି କଥା କରିବି, ଏଣୁ ଯାଅ, ସେ ଯୁବା ଅବଶାଲୋମଙ୍କୁ ପୁନର୍ବାର ଆଣ।” Ver Capítulo |