2 ଶାମୁୟେଲ 14:29 - ପବିତ୍ର ବାଇବଲ29 ଅବଶାଲୋମ ଯୋୟାବଙ୍କ ନିକଟକୁ ଖବର ପଠାଇଲେ। ତାଙ୍କ ତରଫରୁ ରାଜାଙ୍କ ସମ୍ମୁଖକୁ ଯିବା ପାଇଁ। କିନ୍ତୁ ଯୋୟାବ ଆସିବାକୁ ଓ ଦେଖା କରିବାକୁ ମନା କରି ଦେଲା। ଅବଶାଲୋମ ଦ୍ୱିତୀୟ ଥର ତାଙ୍କୁ ଡକାଇଲେ, କିନ୍ତୁ ସେ ଆସିବାକୁ ମନା କଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)29 ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବକୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ଵିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ। Ver Capítuloଓଡିଆ ବାଇବେଲ29 ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବଙ୍କୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ୱିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବଙ୍କୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ୱିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ। Ver Capítulo |