2 ଶାମୁୟେଲ 2:16 - ପବିତ୍ର ବାଇବଲ16 ପ୍ରତ୍ୟେକ ସୈନ୍ୟ ଏକ ଆରେକର ମସ୍ତକ ଧରିଲେ ଏବଂ ଏକ ଆରେକକୁ ଖଡ଼୍ଗରେ ଭୂଷିଲେ। ତେଣୁ ସେମାନେ ଏକତ୍ର ପଡ଼ିଗଲେ। ତେଣୁ ସେହି ସ୍ଥାନର ନାମ “ତୀକ୍ଷ୍ଣ ଖଡ଼୍ଗ କ୍ଷେତ୍ର” ବୋଲି ଡକାଯାଏ। ସେହି ସ୍ଥାନଟି ଗିବିୟୋନରେ ଥିଲା। Ver Capítuloପବିତ୍ର ବାଇବଲ (Re-edited) - (BSI)16 ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ କଙ୍କାଳରେ ଖଡ଼୍ଗ ଭୁସିଲେ; ତହୁଁ ସେସମସ୍ତେ ଏକତ୍ର ପଡ଼ିଲେ; ଏହେତୁ ଗିବୀୟୋନ-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍କତ୍-ହତ୍ସୂରୀମ୍ (ତୀକ୍ଷ୍ଶ ଖଡ଼୍ଗ-ଭୂମି) ହେଲା। Ver Capítuloଓଡିଆ ବାଇବେଲ16 ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍କତ୍ ହତ୍ସୂରୀମ୍ ହେଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍କତ୍ ହତ୍ସୂରୀମ୍ ହେଲା। Ver Capítulo |