2 ଶାମୁୟେଲ 2:8 - ପବିତ୍ର ବାଇବଲ8 ନରର ପୁତ୍ର ଅବ୍ନର ଶାଉଲଙ୍କ ସୈନ୍ୟଦଳର ସେନାପତି ଥିଲେ। ଅବ୍ନର ଶାଉଲଙ୍କର ପୁତ୍ର ଈଶ୍ବୋଶତ୍କୁ ମହନୟିମକୁ ନେଇଗଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)8 ଏଥି ମଧ୍ୟରେ ନରର ପୁତ୍ର ଅବ୍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍ବୋଶତକୁ ମହନୟିମକୁ ନେଇଯାଇ, Ver Capítuloଓଡିଆ ବାଇବେଲ8 ଏଥି ମଧ୍ୟରେ ନେର୍ର ପୁତ୍ର ଅବ୍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍ବୋଶତକୁ ମହନୟିମକୁ ନେଇଯାଇ, Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିମଧ୍ୟରେ ନେର୍ର ପୁତ୍ର ଅବ୍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍ବୋଶତକୁ ମହନୟିମକୁ ନେଇଯାଇ, Ver Capítulo |