2 ଶାମୁୟେଲ 3:30 - ପବିତ୍ର ବାଇବଲ30 ଯୋୟାବ ଓ ତା'ର ଭାଇ ଅବୀଶୟ ଅବ୍ନରକୁ ହତ୍ୟା କଲେ, କାରଣ ଅବ୍ନର ସେମାନଙ୍କର ଭାଇ ଅସାହେଲ୍କୁ ଗିବିୟା ଯୁଦ୍ଧରେ ହତ୍ୟା କରିଥିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)30 ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍ନରକୁ ବଧ କଲେ; ଯେହେତୁ ସେ ଗିବୀୟା-ଯୁଦ୍ଧରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା। Ver Capítuloଓଡିଆ ବାଇବେଲ30 ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍ନରକୁ ବଧ କଲେ; ଯେହେତୁ ସେ ଗିବୀୟୋନ୍ରେ ଯୁଦ୍ଧ ସମୟରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍ନରକୁ ବଧ କଲେ; ଯେହେତୁ ସେ ଗିବୀୟୋନ୍ରେ ଯୁଦ୍ଧ ସମୟରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା। Ver Capítulo |