2 ଶାମୁୟେଲ 5:23 - ପବିତ୍ର ବାଇବଲ23 ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ ଏବଂ ତା'ପରେ ସଦାପ୍ରଭୁ ତାଙ୍କୁ କହିଲେ, “ସେଠାରେ ଆଗକୁ ଯାଅ ନାହିଁ। ତୁମ୍ଭେମାନେ ସେମାନଙ୍କ ପଛରେ ଯାଅ ଏବଂ ତୂତ୍ବୃକ୍ଷ ଆର ପାର୍ଶ୍ୱରେ ସେମାନଙ୍କୁ ପଛପଟୁ ଆକ୍ରମଣ କର। Ver Capítuloପବିତ୍ର ବାଇବଲ (Re-edited) - (BSI)23 ତହିଁରେ ଦାଉଦ ସଦାପ୍ରଭୁଙ୍କୁ ପଚାରନ୍ତେ ସେ କହିଲେ, ତୁମ୍ଭେ ଉଠି ନ ଯାଅ; ସେମାନଙ୍କ ପଶ୍ଚାତ୍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର। Ver Capítuloଓଡିଆ ବାଇବେଲ23 ତହିଁରେ ଦାଉଦ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗନ୍ତେ, ସେ କହିଲେ, “ତୁମ୍ଭେ ଉଠି ଉଠି ଯାଅ ନାହିଁ; ସେମାନଙ୍କ ପଶ୍ଚାତ୍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ଦାଉଦ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗନ୍ତେ, ସେ କହିଲେ, “ତୁମ୍ଭେ ଉଠି ଉଠିଯାଅ ନାହିଁ; ସେମାନଙ୍କ ପଶ୍ଚାତ୍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର। Ver Capítulo |