2 ଶାମୁୟେଲ 8:11 - ପବିତ୍ର ବାଇବଲ11 ଦାଉଦ ସେସବୁ ଦ୍ରବ୍ୟକୁ ଗ୍ରହଣ କଲେ ଓ ସଦାପ୍ରଭୁଙ୍କୁ ସେଗୁଡ଼ିକୁ ଅର୍ପଣ କଲେ। ସେ ସେଗୁଡ଼ିକୁ ଅନ୍ୟ ସୁନା, ରୂପାର ଦ୍ରବ୍ୟ ପାଖରେ ରହିଲେ, ଯାହା ସେ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ସେଗୁଡ଼ିକୁ ଯେଉଁ ଦେଶକୁ ପରାସ୍ତ କରୁଥିଲେ, ସେହି ଦେଶରୁ ଦ୍ରବ୍ୟମାନ ଆଣୁଥିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)11 ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେସମସ୍ତ ଗୋଷ୍ଠୀକି ବଶୀଭୂତ କରିଥିଲେ, ସେମାନଙ୍କ ଠାରୁ, Ver Capítuloଓଡିଆ ବାଇବେଲ11 ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ, Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ, Ver Capítulo |